2 Samuel 4:1 — Compare Translations

5 translations compared side by side

Odia - 1840
"ଶାଉଲର ପକ୍ସ୍ଟତ୍ର ଈଶ୍ବୋତ୍ ଶୁଣିବାକୁ ପାଇଲେ ଯେ ଅବନ୍ର ହିବ୍ରୋଣ ରେ ମୃତକ୍ସ୍ଟ୍ଯବରଣ କରିଛି। ଈଶ୍ବୋତ୍ ଓ ତାଙ୍କର ସମସ୍ତ ଲୋକ ଭୟଭୀତ ହାଇପଡେିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶାଉଲଙ୍କର ପୁତ୍ର ଈଶ୍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ବିହ୍ଵଳ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲଙ୍କ ପରିବାରକୁ ସମସ୍ୟା ଆସିଲା ଶାଉଲର ପୁତ୍ର ଈ‌ଶ୍‌ବୋତ୍ ଶୁଣିବାକୁ ପାଇଲେ ଯେ ଅ‌‌ବ୍‌‌ନର‌ ହିବ୍ରୋଣରେ ମୃତ୍ୟୁବରଣ କରିଛି। ଈ‌ଶ୍‌ବୋତ୍ ଓ ତାଙ୍କର ସମସ୍ତ ଲୋକ ଭୟଭୀତ ହୋଇପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍‍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ନିରାଶ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍‍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ନିରାଶ ହେଲେ।