2 Samuel 4:11 — Compare Translations

5 translations compared side by side

Odia - 1840
"ତେଣୁ ମୁ ତୁମ୍ଭକୁ ହତ୍ଯା କରିବି ଓ ତୁମ୍ଭମାନଙ୍କୁ ଏହି ଭୂମିରକ୍ସ୍ଟ ଉଚ୍ଛନ୍ନ କରିବି। କାରଣ ତୁମ୍ଭେ ଦକ୍ସ୍ଟଷ୍ଟ ପ୍ରକୃତିର ଲୋକ, ଏକ ଧର୍ମପରାଯଣ ଲୋକକୁ ହତ୍ଯା କରିଛ, ଯେତବେେଳେ ସେ ତା'ର ନିଜ ଗୃହ ରେ ତା'ର ଶୟ୍ଯା ରେ ବିଶ୍ରାମ ନେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ତୁମ୍ଭକୁ ହତ୍ୟା କରିବି ଓ ତୁମ୍ଭମାନଙ୍କୁ ଏହି ଭୂମିରୁ ଉଚ୍ଛିନ୍ନ କରିବି। କାରଣ ତୁମ୍ଭେ ଦୁଷ୍ଟ ପ୍ରକୃତିର ଲୋକ, ଏକ ଧର୍ମପରାୟଣ ଲୋକକୁ ହତ୍ୟା କରିଛ, ଯେତେବେଳେ ସେ ତା’ର ନିଜ ଗୃହରେ ତା’ର ଶଯ୍ୟାରେ ବିଶ୍ରାମ ନେଉଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି?”
Odia IRV 2017 (ଓଡିଆ ବାଇବେଲ)