2 Samuel 4:12 — Compare Translations
5 translations compared side by side
Odia - 1840
"ତେଣୁ ରାଜା ଦାଉଦ ତାଙ୍କର ୟକ୍ସ୍ଟବା ସୈନିକମାନଙ୍କୁ ରେଖବ ଓ ବାନାକକ୍ସ୍ଟ ହତ୍ଯା କରିବା ପାଇଁ ଆଦେଶ ଦେଲେ। ସୈନ୍ଯମାନେ ରେଖବ ଓ ବାନାର ହସ୍ତ ଓ ପାଦ କାଟି ହିବ୍ରୋଣସ୍ଥ ପୋଖରୀ ନିକଟରେ ଝକ୍ସ୍ଟଲାଇ ଦେଲେ। ଏବଂ ଇଶ୍ବୋଶତ୍ର ମସ୍ତକ ନଇେ ହିବ୍ରୋଣ ରେ ଅବ୍ନର କବର ରେ କବର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ଆପଣା ଯୁବାମାନଙ୍କୁ ଆଜ୍ଞା ଦିଅନ୍ତେ, ସେମାନେ ସେମାନଙ୍କୁ ବଧ କଲେ, ଆଉ ସେମାନଙ୍କର ହସ୍ତ ଓ ପାଦ ଛେଦନ କରି ହିବ୍ରୋଣସ୍ଥ ପୁଷ୍କରିଣୀ ନିକଟରେ ଟଙ୍ଗାଇ ଦେଲେ । ମାତ୍ର ସେମାନେ ଈଶ୍ବୋଶତର ମସ୍ତକ ନେଇ ହିବ୍ରୋଣରେ ଅବ୍ନର-କବରରେ କବର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା ଦାଉଦ ତାଙ୍କର ଯୁବା ସୈନିକମାନଙ୍କୁ ରେଖବ ଓ ବାନାକୁ ହତ୍ୟା କରିବା ପାଇଁ ଆଦେଶ ଦେଲେ। ସୈନ୍ୟମାନେ ରେଖବ ଓ ବାନାର ହସ୍ତ ଓ ପାଦ କାଟି ହିବ୍ରୋଣସ୍ଥ ପୋଖରୀ ନିକଟରେ ଝୁଲାଇ ଦେଲେ। ଏବଂ ଈଶ୍ବୋଶତ୍ର ମସ୍ତକ ନେଇ ହିବ୍ରୋଣରେ ଅବ୍ନର କବରରେ କବର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ଆପଣା ଯୁବାମାନଙ୍କୁ ଆଜ୍ଞା ଦିଅନ୍ତେ, ସେମାନେ ସେମାନଙ୍କୁ ବଧ କଲେ, ଆଉ ସେମାନଙ୍କର ହସ୍ତ ଓ ପାଦ ଛେଦନ କରି ହିବ୍ରୋଣର ପୁଷ୍କରିଣୀ ନିକଟରେ ଟଙ୍ଗାଇ ଦେଲେ। ମାତ୍ର ସେମାନେ ଈଶ୍ବୋଶତର ମସ୍ତକ ନେଇ ହିବ୍ରୋଣରେ ଅବ୍ନର-କବରରେ କବର ଦେଲେ।
Odia IRV 2017 (ଓଡିଆ ବାଇବେଲ)