2 Samuel 4:2 — Compare Translations

5 translations compared side by side

Odia - 1840
"ଦକ୍ସ୍ଟଇଜଣ ପୁରୁଷ ଶାଉଲଙ୍କର ପକ୍ସ୍ଟତ୍ର ଈଶ୍ବୋଶତ୍କକ୍ସ୍ଟ ଦେଖିବାକକ୍ସ୍ଟ ଗଲେ। ଏହି ଦକ୍ସ୍ଟଇଜଣ ପୁରୁଷ ସୈନ୍ଯମାନଙ୍କର ଅଧିନାଯକ ଥିଲେ। ସମାନେେ ରେଖବ୍ ଓ ବାନା, ବରେୋତୀଯ ରିମ୍ମୋଣର ପକ୍ସ୍ଟତ୍ର ଥିଲେ। ସମାନେେ ବରେୋତୀଯ ନଗରର ବିନ୍ଯାମୀନ ପରିବାରବର୍ଗ ରେ ଗଣିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲଙ୍କର ପୁତ୍ର ଈଶ୍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ୍; ଏମାନେ ବିନ୍ୟାମୀନ ବଂଶଜାତ ବୋରୋତୀୟ ରିମ୍ମୋଣର ପୁତ୍ର । (କାରଣ ବେରୋତ୍ ମଧ୍ୟ ବିନ୍ୟାମୀନର ଅଧିକାରରେ ଗଣିତ;
Odia Bible ERV 2004 (ପବିତ୍ର ବାଇବଲ)
ଦୁଇଜଣ ପୁରୁଷ ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶ‌‌ତ୍‌‌କୁ ଦେଖିବାକୁ ଗଲେ। ଏହି ଦୁଇଜଣ ପୁରୁଷ ସୈନ୍ୟମାନଙ୍କର ଅଧିନାୟକ ଥିଲେ। ସେମାନେ ରେଖବ୍ ଓ ବାନା, ବେରୋତୀୟ ରିମ୍ମୋଣର ପୁତ୍ର ଥିଲେ। ସେମାନେ ବେରୋତୀୟ ନଗରର ବିନ୍ୟାମୀନ ପରିବାରବର୍ଗରେ ଗଣିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ; ଏମାନେ ବିନ୍ୟାମୀନ୍-ବଂଶଜାତ ବେରୋତୀୟ ରିମ୍ମୋନ୍‍ର ପୁତ୍ର। (କାରଣ ବେରୋତ ମଧ୍ୟ ବିନ୍ୟାମୀନ୍‍ର ଅଧିକାରରେ ଗଣିତ;
Odia IRV 2017 (ଓଡିଆ ବାଇବେଲ)
ପୁଣି ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ; ଏମାନେ ବିନ୍ୟାମୀନ୍ ବଂଶଜାତ ବେରୋତୀୟ ରିମ୍ମୋନ୍‍ର ପୁତ୍ର। (କାରଣ ବେରୋତ ମଧ୍ୟ ବିନ୍ୟାମୀନ୍‍ର ଅଧିକାରରେ ଗଣିତ;