2 Samuel 4:3 — Compare Translations
5 translations compared side by side
Odia - 1840
"କିନ୍ତୁ ସମସ୍ତ ବରେୋତୀଯମାନେ ଗିତ୍ତଯିମକକ୍ସ୍ଟ ପଳାଇଲେ ଓ ସମାନେେ ଆଜି ପର୍ୟ୍ଯନ୍ତ ମଧ୍ଯ ସହେି ସ୍ଥାନ ରେ ବାସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ପ୍ରବାସ କରୁଅଛନ୍ତି ।)
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସମସ୍ତ ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେମାନେ ଆଜି ପର୍ଯ୍ୟନ୍ତ ମଧ୍ୟ ସେହି ସ୍ଥାନରେ ବାସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ବାସ କରୁଅଛନ୍ତି।)
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ବାସ କରୁଅଛନ୍ତି।)