2 Samuel 4:5 — Compare Translations
5 translations compared side by side
Odia - 1840
"ରେଖବ୍ ଓ ବାନା, ୟିଏ କି ବରେୋତୀଯ ରିମ୍ମୋଣର ପକ୍ସ୍ଟତ୍ର। ସମାନେେ ମଧ୍ଯାନ୍ନ ସମୟରେ ଈଶ୍ବୋଶତ୍ଙ୍କ ଗୃହ ରେ ପ୍ରବେଶ କଲେ। ସହେି ସମୟରେ ଇଶ୍ବୋତ୍ ବିଶ୍ରାମ ନେଉଥିଲେ, କାରଣ ସହେି ଅପରାହ୍ନ ବହକ୍ସ୍ଟତ ଗରମ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଈଶ୍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋଣର ପୁତ୍ର ରେଖବ୍ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରେଖବ୍ ଓ ବାନା, ଯିଏ କି ବେରୋତୀୟ ରିମ୍ମୋଣର ପୁତ୍ର। ସେମାନେ ମଧ୍ୟାହ୍ନ ସମୟରେ ଈଶ୍ବୋଶତ୍ଙ୍କ ଗୃହରେ ପ୍ରବେଶ କଲେ। ସେହି ସମୟରେ ଈଶ୍ବୋଶତ୍ ବିଶ୍ରାମ ନେଉଥିଲେ, କାରଣ ସେହି ଅପରାହ୍ନ ବହୁତ ଗରମ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଈଶ୍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଈଶ୍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ।