2 Samuel 4:6 — Compare Translations

5 translations compared side by side

Odia - 1840
"ରେଖବ ଓ ବାନା ଇଶ୍ବୋଶତ୍ର ଗୃହ ରେ ପ୍ରବେଶ କଲେ, ସତେ ଯେପରି ସମାନେେ ଗହମ ନବୋକକ୍ସ୍ଟ ଆସିଛନ୍ତି। ଇଶ୍ବୋଶତ୍ ସହେି ସମୟରେ ତାଙ୍କର ଶାଇେବା ଘ ରେ ବିଛଣା ଉପରେ ବିଶ୍ରାମ ନେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ । ତହୁଁ ରେଖବ୍ ଓ ତାହାର ଭାଇ ବାନା ପଳାଇ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରେଖବ ଓ ବାନା ଈ‌ଶ୍‌ବୋଶ‌‌ତ୍‌‌ର ଗୃହରେ ପ୍ରବେଶ କଲେ, ସତେ ଯେପରି ସେମାନେ ଗହମ ନେବାକୁ ଆସିଛନ୍ତି। ଈ‌ଶ୍‌ବୋଶତ୍ ସେହି ସମୟରେ ତାଙ୍କର ଶୋଇବା ଘରେ ବିଛଣା ଉପରେ ବିଶ୍ରାମ ନେଉଥିଲେ। ସେହି ସମୟରେ ରେଖବ୍ ଓ ବାନା ତାଙ୍କର ପେଟରେ ‌‌ଖ‌ଡ଼୍‌ଗ ଭୂଷି ହତ୍ୟା କଲେ ଓ ତାଙ୍କର ମୁଣ୍ଡ କାଟି ତାଙ୍କ ସହିତ ନେଇ ଆସିଲେ। ସେମାନେ ଯର୍ଦ୍ଦନ ଉପତ୍ୟକା ଦେଇ ରାତିସାରା ଗ୍ଭଲିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇ ଗଲେ।