2 Samuel 4:8 — Compare Translations
5 translations compared side by side
Odia - 1840
"ସମାନେେ ଆସି ହିବ୍ରୋଣ ରେ ପହନ୍ଚିଲେ ଏବଂ ସମାନେେ ଦାଉଦଙ୍କକ୍ସ୍ଟ ଇଶ୍ବୋଶତ୍ର କଟାମକ୍ସ୍ଟଣ୍ତ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ଈଶ୍ବୋଶତର ମସ୍ତକ ହିବ୍ରୋଣରେ ଦାଉଦଙ୍କ କତିକି ଆଣିଲେ ଓ ରାଜାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ପ୍ରାଣ ଅନ୍ଵେଷଣକାରୀ ଶତ୍ରୁ ଯେ ଶାଉଲ, ତାଙ୍କର ପୁତ୍ର ଈଶ୍ବୋଶତର ମସ୍ତକ ଏହି; ସଦାପ୍ରଭୁ ଆଜି ମୋʼ ପ୍ରଭୁ ମହାରାଜାଙ୍କ ପକ୍ଷରେ ଶାଉଲ ଓ ତାଙ୍କର ବଂଶଠାରୁ ପରିଶୋଧ ନେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆସି ହିବ୍ରୋଣରେ ପହଞ୍ଚିଲେ ଏବଂ ସେମାନେ ଦାଉଦଙ୍କୁ ଈଶ୍ବୋଶତ୍ର କଟାମୁଣ୍ଡ ଦେଲେ। ରେଖବ୍ ଓ ବାନା ଦାଉଦଙ୍କୁ କହିଲେ, “ଏହିଠାରେ ଆପଣଙ୍କର ଶତ୍ରୁର ମୁଣ୍ଡ ପଡ଼ିଅଛି। ଶାଉଲଙ୍କର ପୁତ୍ର ଈଶ୍ବୋଶତ୍, ଯିଏ କି ଆପଣଙ୍କୁ ମାରିବାକୁ ଗ୍ଭହିଁଥିଲା। ସଦାପ୍ରଭୁ, ଆଜି ପ୍ରଭୁ ମୋର ରାଜା ଆପଣଙ୍କ ପାଇଁ ଶାଉଲ ଓ ତାଙ୍କର ପରିବାରକୁ ଦଣ୍ତିତ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ଈଶ୍ବୋଶତର ମସ୍ତକ ହିବ୍ରୋଣରେ ଦାଉଦଙ୍କ କତିକି ଆଣିଲେ ଓ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆପଣଙ୍କ ପ୍ରାଣ ଅନ୍ୱେଷଣକାରୀ ଶତ୍ରୁ ଯେ ଶାଉଲ, ତାଙ୍କର ପୁତ୍ର ଈଶ୍ବୋଶତର ମସ୍ତକ ଏହି; ସଦାପ୍ରଭୁ ଆଜି ଆମ ପ୍ରଭୁ ମହାରାଜାଙ୍କ ପକ୍ଷରେ ଶାଉଲ ଓ ତାଙ୍କର ବଂଶଠାରୁ ପରିଶୋଧ ନେଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)