2 Samuel 4:9 — Compare Translations
5 translations compared side by side
Odia - 1840
"ତଥାପି ଦାଉଦ ରିମ୍ମୋଣର ପକ୍ସ୍ଟତ୍ରଗଣ ରେଖବ୍ ଓ ବାନାକକ୍ସ୍ଟ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମାେତେ ସମସ୍ତ ବିପଦରକ୍ସ୍ଟ ରକ୍ଷା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦାଉଦ ବୋରୋତୀୟ ରିମ୍ମୋଣର ପୁତ୍ର ରେଖବ୍କୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, ଯେ ସମୁଦାୟ କ୍ଳେଶରୁ ମୋʼ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଦାଉଦ ରିମ୍ମୋଣର ପୁତ୍ରଗଣ ରେଖବ୍ ଓ ବାନାକୁ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୋତେ ସମସ୍ତ ବିପଦରୁ ରକ୍ଷା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋʼ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋ’ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,