2 Samuel 5:1 — Compare Translations

5 translations compared side by side

Odia - 1840
"ତା'ପରେ ଇଶ୍ରାୟେଲର ସମସ୍ତ ପରିବାରବର୍ଗ ହିବ୍ରୋଣଠାରେ ଦାଉଦଙ୍କ ନିକଟକକ୍ସ୍ଟ ଆସିଲେ। ସମାନେେ କହିଲେ, ଆମ୍ଭମାନେେ ତୁମ୍ଭର ନିଜ ପରିବାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ କତିକି ଆସି କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ଦାଉଦଙ୍କୁ ରାଜା କଲେ ତା’ପରେ ଇସ୍ରାଏଲର ସମସ୍ତ ପରିବାରବର୍ଗ ହିବ୍ରୋଣଠାରେ ଦାଉଦଙ୍କ ନିକଟକୁ ଆସିଲେ। ସେମାନେ କହିଲେ, “ଆମ୍ଭେମାନେ ତୁମ୍ଭର ନିଜ ପରିବାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।