2 Samuel 5:10 — Compare Translations

5 translations compared side by side

Odia - 1840
"ଆଉ ସର୍ବଶକ୍ତିମାନ ସଦାପ୍ରଭୁ ଦାଉଦଙ୍କର ସହାୟ ହବୋରକ୍ସ୍ଟ ଦାଉଦ ଆହକ୍ସ୍ଟରି ଅଧିକରୁ ଅଧିକ ଶକ୍ତିଶାଳୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ଦାଉଦଙ୍କର ସହାୟ ହେବାରୁ ସେ ଆହୁରି ଆହୁରି ମହାନ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସର୍ବଶକ୍ତିମାନ ସଦାପ୍ରଭୁ ଦାଉଦଙ୍କର ସହାୟ ହେବାରୁ ଦାଉଦ ଆହୁରି ଅଧିକରୁ ଅଧିକ ଶକ୍ତିଶାଳୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।