2 Samuel 5:11 — Compare Translations
5 translations compared side by side
Odia - 1840
"ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକକ୍ସ୍ଟ ଦୂତଗଣ ପଠାଇଲେ। ହୀରମ୍ ମଧ୍ଯ ଏରସ କାଠ, ବଢାଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲେ। ସମାନେେ ଦାଉଦଙ୍କ ପାଇଁ ଏକ ଘର ତିଆରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇଲେ। ହୀରମ୍ ମଧ୍ୟ ଏରସ କାଠ, ବଢ଼ାଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲେ। ସେମାନେ ଦାଉଦଙ୍କ ପାଇଁ ଏକ ଘର ତିଆରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସୋରର ରାଜା ହୂରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସୋରର ରାଜା ହୂରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।