2 Samuel 5:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଦାଉଦଙ୍କକ୍ସ୍ଟ ଇଶ୍ରାୟେଲର ରାଜା କଲେ ଓ ତାଙ୍କର ଇଶ୍ରାୟେଲର ଲୋକମାନଙ୍କ ପାଇଁ ରାଜ୍ଯକକ୍ସ୍ଟ ଅତ୍ଯଧିକ କ୍ଷମତା ଦେଲେ। ଏହା ଦାଉଦ ବକ୍ସ୍ଟଝି ପାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜା କଲେ ଓ ତାଙ୍କର ଇସ୍ରାଏଲର ଲୋକମାନଙ୍କ ପାଇଁ ରାଜ୍ୟକୁ ଅତ୍ୟଧିକ କ୍ଷମତା ଦେଲେ। ଏହା ଦାଉଦ ବୁଝି ପାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ।