2 Samuel 5:13 — Compare Translations
5 translations compared side by side
Odia - 1840
"ଦାଉଦ ହିବ୍ରୋଣରକ୍ସ୍ଟ ଯିରୁଶାଲମକୁ ଗଲେ। ସଠାେରେ ସେ ଅନକେ ସ୍ତ୍ରୀମାନଙ୍କୁ ଓ ଅନକେ ଉପପତ୍ନୀମାନଙ୍କୁ ବିବାହ କଲେ ଏବଂ ସଠାେରେ ତାଙ୍କଠାରକ୍ସ୍ଟ ଅନକେ ପିଲା ଜନ୍ମ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପନିୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ର କନ୍ୟା ଜାତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ହିବ୍ରୋଣରୁ ଯିରୁଶାଲମକୁ ଗଲେ। ସେଠାରେ ସେ ଅନେକ ସ୍ତ୍ରୀମାନଙ୍କୁ ଓ ଅନେକ ଉପପତ୍ନୀମାନଙ୍କୁ ବିବାହ କଲେ ଏବଂ ସେଠାରେ ତାଙ୍କଠାରୁ ଅନେକ ପିଲା ଜନ୍ମ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପତ୍ନୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପତ୍ନୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ର କନ୍ୟା ଜାତ ହେଲେ।