2 Samuel 5:14 — Compare Translations
5 translations compared side by side
Odia - 1840
"ସହେିସବୁ ପକ୍ସ୍ଟତ୍ର ଯେଉଁମାନେ ୟିରକ୍ସ୍ଟଶାଲମ ରେ ଦାଉଦଙ୍କ ଔରସରକ୍ସ୍ଟ ଜନ୍ମ ହେଲେ। ସମାନେେ ହେଲେ, ସମ୍ମୂଯ, ଶୋବବ୍, ନାଥନ୍ ଓ ଶଲୋମନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା:- ସମ୍ମୂୟ ଓ ଶୋବବ୍ ଓ ନାଥନ୍ ଓ ଶଲୋମନ୍
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ପୁତ୍ର ଯେଉଁମାନେ ଯିରୁଶାଲମରେ ଦାଉଦଙ୍କ ଔରସରୁ ଜନ୍ମ ହେଲେ। ସେମାନେ ହେଲେ, ଶମ୍ମୂୟ, ଶୋବବ୍, ନାଥନ୍ ଓ ଶଲୋମନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା:- ଶମ୍ମୂୟ ଓ ଶୋବବ୍ ଓ ନାଥନ ଓ ଶଲୋମନ
Odia IRV 2017 (ଓଡିଆ ବାଇବେଲ)
ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା:- ଶମ୍ମୂୟ ଓ ଶୋବବ୍ ଓ ନାଥନ ଓ ଶଲୋମନ