2 Samuel 5:17 — Compare Translations

5 translations compared side by side

Odia - 1840
"ପଲେଷ୍ଟୀୟମାନେ ଜାଣିବାକକ୍ସ୍ଟ ପାଇଲେ ଯେ, ସମଗ୍ର ଇଶ୍ରାୟେଲୀୟମାନଙ୍କ ରାଜା ଭାବରେ ଦାଉଦଙ୍କକ୍ସ୍ଟ ବଚ୍ଛା ୟାଇଛି। ତେଣୁ ଦାଉଦଙ୍କକ୍ସ୍ଟ ମାରିବା ପାଇଁ ସମସ୍ତ ପଲେଷ୍ଟୀୟ ଦାଉଦଙ୍କକ୍ସ୍ଟ ଖାଜେିଲେ। ତେଣୁ ଦାଉଦ ଏହା ଜାଣିପାରି ୟିରକ୍ସ୍ଟଶାଲମ ରେ ଥିବା ଗଡ ଭିତ ରେ ୟାଇ ଲକ୍ସ୍ଟଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ଵେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ପଲେଷ୍ଟୀୟମାନେ ଜାଣିବାକୁ ପାଇଲେ ଯେ, ସମଗ୍ର ଇସ୍ରାଏଲୀୟମାନଙ୍କ ରାଜା ଭାବରେ ଦାଉଦଙ୍କୁ ବଚ୍ଛା ଯାଇଛି। ତେଣୁ ଦାଉଦଙ୍କୁ ମାରିବା ପାଇଁ ସମସ୍ତ ପଲେଷ୍ଟୀୟ ଦାଉଦଙ୍କୁ ଖୋଜିଲେ। ତେଣୁ ଦାଉଦ ଏହା ଜାଣି ପାରି ଯିରୁଶାଲମରେ ଥିବା ଗଡ଼ ଭିତରେ ଯାଇ ଲୁଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ।