2 Samuel 5:18 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟମାନେ ଫରେି ରଫାଯିମ୍ ଉପତ୍ୟକା ରେ ସନୋଛାଉଣୀ ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟିମ ତଳଭୂମିରେ ବ୍ୟାପ୍ତ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ଫେରି ରଫାୟିମ୍ ଉପତ୍ୟକାରେ ସେନାଛାଉଣି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ