2 Samuel 5:2 — Compare Translations
5 translations compared side by side
Odia - 1840
"ଏପରିକି ଯେତବେେଳେ ଶାଉଲ ରାଜା ଥିଲେ ସେତବେେଳେ ଆପଣ ଆମ୍ଭମାନଙ୍କୁ ୟକ୍ସ୍ଟଦ୍ଧ ରେ ଆଗଇେ ନଇେଥିଲେ। ଆଉ ଆପଣ ହେଉଛନ୍ତି ସହେି ଲୋକ ଯେ କି ଯୁଦ୍ଧରୁ ଇଶ୍ରାୟେଲକକ୍ସ୍ଟ ନିରାପଦ ରେ ଫରୋଇ ଆଣିଥିଲେ ଏବଂ ସଦାପ୍ରଭୁ ତୁମ୍ଭକୁ କହିଛନ୍ତି, 'ତୁମ୍ଭେ ମାରେ ଲୋକମାନଙ୍କର ମଷେପାଳକ ହବେ। ଇଶ୍ରାୟେଲ ଓ ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କ ଉପରେ ଶାସନ କରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗତ କାଳରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଯେତେବେଳେ ଶାଉଲ ରାଜା ଥିଲେ ସେତେବେଳେ ଆପଣ ଆମ୍ଭମାନଙ୍କୁ ଯୁଦ୍ଧରେ ଆଗେଇ ନେଇଥିଲେ। ଆଉ ଆପଣ ହେଉଛନ୍ତି ସେହି ଲୋକ ଯେ କି ଯୁଦ୍ଧରୁ ଇସ୍ରାଏଲକୁ ନିରାପଦରେ ଫେରାଇ ଆଣିଥିଲେ ଏବଂ ସଦାପ୍ରଭୁ ଆପଣଙ୍କୁ କହିଛନ୍ତି, ‘ତୁମ୍ଭେ ମୋର ଲୋକମାନଙ୍କର ମେଷପାଳକ ହେବ। ଇସ୍ରାଏଲ ଓ ତୁମ୍ଭେ ଇସ୍ରାଏଲର ଲୋକମାନଙ୍କ ଉପରେ ଶାସନ କରିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”
Odia IRV 2017 (ଓଡିଆ ବାଇବେଲ)
ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ୱ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।”