2 Samuel 5:20 — Compare Translations
5 translations compared side by side
Odia - 1840
"ତା'ପରେ ଦାଉଦ ବାଲ୍-ପରାସୀମକକ୍ସ୍ଟ ଗଲେ, ଏବଂ ସଠାେରେ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, ସଦାପ୍ରଭୁ ମାରେ ଶତୃମାନଙ୍କୁ ଛିନ୍ନ ବିଛିନ୍ନ କଲେ, ଯେପରି ନଦୀ ଭଙ୍ଗାବନ୍ଧକକ୍ସ୍ଟ ଭାଙ୍ଗି ବହି ନଇୟୋଏ। ଯେଉଁଥିପାଇଁ ଦାଉଦ ଉକ୍ତ ସ୍ଥାନର ନାମ ବାଲ୍-ପରାସୀମ ରଖିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ବାଲ୍-ପରାସୀମକୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, ସଦାପ୍ରଭୁ ମୋʼ ସମ୍ମୁଖରେ ମୋʼ ଶତ୍ରୁମାନଙ୍କୁ ଜଳ ଦ୍ଵାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି । ଏହେତୁ ସେ ସେହି ସ୍ଥାନର ନାମ ବାଲ୍-ପରାସୀମ (ଭଗ୍ନ-ସ୍ଥାନ) ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାଉଦ ବାଲ୍-ପରାସୀମକୁ ଗଲେ, ଏବଂ ସେଠାରେ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, “ସଦାପ୍ରଭୁ ମୋର ଶତ୍ରୁମାନଙ୍କୁ ଛିନ୍ନ ବିଛିନ୍ନ କଲେ, ଯେପରି ନଦୀ ଭଙ୍ଗାବନ୍ଧକୁ ଭାଙ୍ଗି ବହି ନେଇଯାଏ।” ଯେଉଁଥିପାଇଁ ଦାଉଦ ଉକ୍ତ ସ୍ଥାନର ନାମ “ବାଲ୍-ପରାସୀମ ରଖିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ବାଲ୍-ପରାସୀମ୍କୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, “ସଦାପ୍ରଭୁ ମୋʼ ସମ୍ମୁଖରେ ମୋʼ ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେ ସେହି ସ୍ଥାନର ନାମ ବାଲ୍-ପରାସୀମ୍ (ଭଗ୍ନ ସ୍ଥାନ) ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ବାଲ୍-ପରାସୀମକୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, “ସଦାପ୍ରଭୁ ମୋ’ ସମ୍ମୁଖରେ ମୋ’ ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେ ସେହି ସ୍ଥାନର ନାମ ବାଲ୍-ପରାସୀମ (ଭଗ୍ନ-ସ୍ଥାନ) ରଖିଲେ।