2 Samuel 5:21 — Compare Translations

5 translations compared side by side

Odia - 1840
"ସହେି ସ୍ଥାନ ରେ ପଲେଷ୍ଟୀୟମାନେ ସମାନଙ୍କେର ମୂର୍ତ୍ତିଗୁଡିକୁ ଛାଡି ଗ୍ଭଲିଗଲେ। ଦାଉଦ ଓ ତାଙ୍କର ପୁରୁଷମାନେ ସହେିସବୁ ମୂର୍ତ୍ତିଗୁଡିକୁ ଦୂ ରଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେସବୁ ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ଥାନରେ ପଲେଷ୍ଟୀୟମାନେ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ଛାଡ଼ି ଗ୍ଭଲିଗଲେ। ଦାଉଦ ଓ ତାଙ୍କର ପୁରୁଷମାନେ ସେହିସବୁ ମୂର୍ତ୍ତିଗୁଡ଼ିକୁ ଦୂରେଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେହି ସବୁ ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେହିସବୁ ଦଗ୍ଧ କଲେ।