2 Samuel 5:22 — Compare Translations
5 translations compared side by side
Odia - 1840
"ଆଉଥରେ ପଲେଷ୍ଟୀୟମାନେ ରଫାଯିମ ଉପତ୍ୟକା ରେ ଛାଉଣୀ ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟିମ ତଳଭୂମିରେ ବ୍ୟାପ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉଥରେ ପଲେଷ୍ଟୀୟମାନେ ରଫାୟିମ ଉପତ୍ୟକାରେ ଛାଉଣି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟୀମ ତଳଭୂମିରେ ବିସ୍ତାର (ବିଶ୍ରାମ ନେଲେ) ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟୀମ ତଳଭୂମିରେ ବିସ୍ତାର (ବିଶ୍ରାମ ନେଲେ) ହେଲେ।