2 Samuel 5:24 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସହେି ତୂତ୍ବୃକ୍ଷ ତାଟୋ ଉପରେ ୈସନ୍ଯମାନଙ୍କର ପଦାଗ୍ଭରଣର ଶଦ୍ଦ ପରି ଶଦ୍ଦ ଶକ୍ସ୍ଟଣିପାରିବ। ତବେେ ତୁମ୍ଭମାନେେ ସମାନଙ୍କେୁ ଶିଘ୍ର ଆକ୍ରମଣ କରିବ, କାରଣ ସହେି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କ ଆଗ ରେ ଯିବେ ଏବଂ ତୁମ୍ଭମାନଙ୍କ ସକାେଶ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶଦ୍ଦ ଶୁଣିଲେ ଉଦ୍ୟମ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେହି ତୂତ୍ବୃକ୍ଷ ତୋଟା ଉପରେ ସୈନ୍ୟମାନଙ୍କର ପଦାଗ୍ଭରଣର ଶବ୍ଦ ପରି ଶବ୍ଦ ଶୁଣି ପାରିବ। ତେବେ ତୁମ୍ଭେମାନେ ସେମାନଙ୍କୁ ଶୀଘ୍ର ଆକ୍ରମଣ କରିବ, କାରଣ ସେହି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କ ଆଗରେ ଯିବେ ଏବଂ ତୁମ୍ଭମାନଙ୍କ ସକାଶେ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”