2 Samuel 5:25 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସହେିପରି କଲେ ଓ ଗବୋଠାରକ୍ସ୍ଟ ଗଷେର ପର୍ୟ୍ଯନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେପରି କଲେ ଓ ଗେବାଠାରୁ ଗେଷର ନିକଟ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେହିପରି କଲେ ଓ ଗେବାଠାରୁ ଗେଷର୍ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେପରି କଲେ ଓ ଗେବାଠାରୁ ଗେଷର ନିକଟ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେପରି କଲେ ଓ ଗେବାଠାରୁ ଗେଷର ନିକଟ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ।