2 Samuel 5:3 — Compare Translations

5 translations compared side by side

Odia - 1840
"ତେଣୁ ଇଶ୍ରାୟେଲର ସମସ୍ତ ନେତାମାନେ ରାଜା ଦାଉଦଙ୍କ ସାକ୍ଷାତ ପାଇଁ ହିବ୍ରୋଣକକ୍ସ୍ଟ ଆସିଲେ। ତହିଁରେ ରାଜା ଦାଉଦ ହିବ୍ରୋଣ ରେ ସଦାପ୍ରଭୁ ସମ୍ମକ୍ସ୍ଟଖ ରେ ସମାନଙ୍କେ ସହିତ ଚକ୍ସ୍ଟକ୍ତି କଲେ ଓ ସମାନେେ ଇଶ୍ରାୟେଲର ରାଜା ରୂପେ ଦାଉଦଙ୍କକ୍ସ୍ଟ ଅଭିଷିକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ କତିକି ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ⇧ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ସମସ୍ତ ନେତାମାନେ ରାଜା ଦାଉଦଙ୍କ ସାକ୍ଷାତ ପାଇଁ ହିବ୍ରୋଣକୁ ଆସିଲେ। ତହିଁରେ ରାଜା ଦାଉଦ ହିବ୍ରୋଣରେ ସଦାପ୍ରଭୁ ସମ୍ମୁଖରେ ସେମାନଙ୍କ ସହିତ ଚୁକ୍ତି କଲେ ଓ ସେମାନେ ଇସ୍ରାଏଲର ରାଜା ରୂପେ ଦାଉଦଙ୍କୁ ଅଭିଷିକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।