2 Samuel 5:4 — Compare Translations

5 translations compared side by side

Odia - 1840
"ଯେତବେେଳେ ଦାଉଦଙ୍କ ତିରିଷବର୍ଷ ବଯସ ଥିଲା, ସେ ରାଜତ୍ବ କରିବା ଆରମ୍ଭ କଲେ। ସେ ଗ୍ଭଳିଷବର୍ଷ ଧରି ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ଵ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଦାଉଦଙ୍କୁ ତିରିଶ୍ ବର୍ଷ ବୟସ ହୋଇଥିଲା, ସେ ରାଜତ୍ୱ କରିବା ଆରମ୍ଭ କଲେ। ସେ ଗ୍ଭଳିଶ୍ ବର୍ଷ ଧରି ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ୱ କଲେ।
Odia IRV 2017 (ଓଡିଆ ବାଇବେଲ)
ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ୱ କଲେ।