2 Samuel 5:6 — Compare Translations

5 translations compared side by side

Odia - 1840
"ଏହାପରେ ରାଜା ଓ ତାଙ୍କର ଲୋକମାନେ ୟିରକ୍ସ୍ଟଶାଲମ ରେ ବାସ କରୁଥିବା ୟିବୂଷୀଯମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଗଲେ। ଏହି ୟିବୂଷୀଯମାନେ ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭେ ଏହି ସ୍ଥାନକକ୍ସ୍ଟ ଆସି ପାରିବ ନାହିଁ। ଏପରିକି ଆମ୍ଭମାନଙ୍କର ଅନ୍ଧ ଓ ଅର୍ଥବ ଲୋକମାନେ ତୁମ୍ଭକୁ ଅଟକାଇ ପାରିବେ। ସମାନେେ ଏହି ଚିନ୍ତାଧାରା ପ୍ରକାଶ କଲେ ଯେ, ସମାନଙ୍କେର ନଗର ରେ ପ୍ରବେଶ କରିବା ପାଇଁ ଦାଉଦ ଅକ୍ଷମ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ; ତହିଁରେ ଦାଉଦ ଏସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏସ୍ଥାନକୁ ଆସି ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଯିରୁଶାଲମ ନଗରକୁ ଜୟ କଲେ ଏହା ପରେ ରାଜା ଓ ତାଙ୍କର ଲୋକମାନେ ଯିରୁଶାଲମରେ ବାସ କରୁଥିବା ଯିବୂଷୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ଏହି ଯିବୂଷୀୟମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନକୁ ଆସି ପାରିବ ନାହିଁ। ଏପରିକି ଆମ୍ଭମାନଙ୍କର ଅନ୍ଧ ଓ ଅର୍ଥବ ଲୋକମାନେ ତୁମ୍ଭକୁ ଅଟକାଇ ପାରିବେ।” ସେମାନେ ଏହି ଚିନ୍ତାଧାରା ପ୍ରକାଶ କଲେ ଯେ, ସେମାନଙ୍କର ନଗରରେ ପ୍ରବେଶ କରିବା ପାଇଁ ଦାଉଦ ଅକ୍ଷମ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ, ତହିଁରେ ଦାଉଦ ଏହି ସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏହି ସ୍ଥାନକୁ ଆସିପାରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ, ତହିଁରେ ଦାଉଦ ଏହି ସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏହି ସ୍ଥାନକୁ ଆସି ପାରିବ ନାହିଁ।”