2 Samuel 5:7 — Compare Translations

5 translations compared side by side

Odia - 1840
"ତଥାପି ଦାଉଦ ସିୟୋନର ଦୃଢ ଗଡ ଅଧିକାର କଲେ। ତାହା ହେଲା ଦାଉଦ ନଗର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ଅଧିକାର କଲେ। ତାହା ହେଲା ଦାଉଦ ନଗର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼କୁ ଅଧିକାର କଲେ; ଯାହା ଦାଉଦ-ନଗର ହେଲା।
Odia IRV 2017 (ଓଡିଆ ବାଇବେଲ)
ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼କୁ ଅଧିକାର କଲେ; ଯାହା ଦାଉଦ-ନଗର ହେଲା।

Recommended Reading