2 Samuel 5:8 — Compare Translations

5 translations compared side by side

Odia - 1840
"ସହେି ଦିନ ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, ଯେଉଁମାନେ ୟିବୂଷୀଯମାନଙ୍କୁ ଆକ୍ରମଣ କରିବା ପାଇଁ ଇଚ୍ଛା କରୁଛନ୍ତି ସମାନେେ ପାଣିନଳ ମଧ୍ଯ ଦଇେ ୟିବା ଉଚିତ୍ ଓ ସହେିସବୁ େଛାଟା ଓ ଅନ୍ଧ ଲୋକମାନଙ୍କ ପାଖକକ୍ସ୍ଟ ପହଞ୍ଚିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ସେହି ଦିନ କହିଲେ, ଯେ କେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳପ୍ରଣାଳୀକି ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ଛୋଟା ଓ ଅନ୍ଧମାନଙ୍କୁ ବଧ କରୁ । ଏହେତୁ ଲୋକେ କହନ୍ତି, ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ଘର ଭିତରକୁ ଆସି ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, “ଯେଉଁମାନେ ଯିବୂଷୀୟମାନଙ୍କୁ ଆକ୍ରମଣ କରିବା ପାଇଁ ଇଚ୍ଛା କରୁଛନ୍ତି ସେମାନେ ପାଣିନଳ ମଧ୍ୟଦେଇ ଯିବା ଉଚିତ୍ ଓ ସେହିସବୁ ଛୋଟା ଓ ଅନ୍ଧ ଲୋକମାନଙ୍କ ପାଖକୁ ପହଞ୍ଚିବା ଉଚିତ୍।” ସେଥିପାଇଁ ଲୋକମାନେ କହନ୍ତି, “ଅନ୍ଧ ଓ ଛୋଟାମାନେ ଗୃହ ଭିତରକୁ ଆସି ପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦାଉଦ ସେହି ଦିନ କହିଲେ, “ଯେକେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳ ପ୍ରଣାଳୀକୁ ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ‘ଛୋଟା ଓ ଅନ୍ଧମାନଙ୍କୁ’ ବଧ କରୁ।” ଏହେତୁ ଲୋକେ କହନ୍ତି, “ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ସଦାପ୍ରଭୁଙ୍କ ଗୃହ ଭିତରକୁ ଆସିପାରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଦାଉଦ ସେହି ଦିନ କହିଲେ, “ଯେକେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳ ପ୍ରଣାଳୀକୁ ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ଛୋଟା ଓ ଅନ୍ଧମାନଙ୍କୁ ବଧ କରୁ। ଏହେତୁ ଲୋକେ କହନ୍ତି, ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ସଦାପ୍ରଭୁଙ୍କ ଗୃହ ଭିତରକୁ ଆସି ପାରିବ ନାହିଁ।”