2 Samuel 5:9 — Compare Translations
5 translations compared side by side
Odia - 1840
"ଦାଉଦ ସହେି ଦକ୍ସ୍ଟର୍ଗ ରେ ବାସ କଲେ, ଏବଂ ସହେି ସହରକକ୍ସ୍ଟ, ଦାଉଦ ସହର ନାମ ରେ ନାମିତ କଲେ। ଦାଉଦ ମିଲ୍ଲୋ ସ୍ଥାନକକ୍ସ୍ଟ ନିର୍ମାଣ କରିବାକୁ ଆରମ୍ଭ କଲେ। ସେ ମଧ୍ଯ ନଗର ଭିତ ରେ ବହକ୍ସ୍ଟତ ପକ୍କାଘର ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ । ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗୃହାଦି ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସେହି ଦୁର୍ଗରେ ବାସ କଲେ, ଏବଂ ସେହି ସହରକୁ, “ଦାଉଦ ସହର ନାମରେ ନାମିତ କଲେ।” ଦାଉଦ ମିଲ୍ଲୋ ସ୍ଥାନକୁ ନିର୍ମାଣ କରିବାକୁ ଆରମ୍ଭ କଲେ। ସେ ମଧ୍ୟ ନଗର ଭିତରେ ବହୁତ ପକ୍କାଘର ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।