2 Samuel 6:1 — Compare Translations
5 translations compared side by side
Odia - 1840
"ଦାଉଦ ଆଉ ଥରେ ବଛା ବଛା 30,000 ୈସନ୍ଯମାନଙ୍କୁ ଇଶ୍ରାୟେଲ ରେ ଏକତ୍ରୀତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଯିରୁଶାଲମକୁ ନିଆଗଲା ଦାଉଦ ଆଉ ଥରେ ବଛା ବଛା 30,000 ସୈନ୍ୟମାନଙ୍କୁ ଇସ୍ରାଏଲରେ ଏକତ୍ରିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଚ୍ଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ।