2 Samuel 6:10 — Compare Translations
5 translations compared side by side
Odia - 1840
"ତେଣୁ ଦାଉଦ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଦାଉଦ ନଗରକକ୍ସ୍ଟ ଆଣିଲେ ନାହିଁ। ଦାଉଦ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ନଇେ ଗାଥର ଓବଦଇଦେୋମର ଗୃହ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗିତ୍ତୀୟ ଓବେଦ-ଇଦୋମର ଗୃହରେ ରଖିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିଲେ ନାହିଁ। ଦାଉଦ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ନେଇ ଗାଥ୍ର ଓବେଦଇଦୋମର ଗୃହରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ,
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ,