2 Samuel 6:11 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ସଠାେରେ ତିନିମାସ ରହିଲା। ସଦାପ୍ରଭୁ ଓବଦଇଦେୋମ ଓ ତାଙ୍କର ପରିବାରକକ୍ସ୍ଟ ଆଶିର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁଙ୍କ ସିନ୍ଦୁକ ଗିତ୍ତୀୟ ଓବେଦ-ଇଦୋମର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ-ଇଦୋମକୁ ଓ ତାହାର ସମସ୍ତ ପରିବାରକୁ ଆଶୀର୍ବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସେଠାରେ ତିନି ମାସ ରହିଲା। ସଦାପ୍ରଭୁ ଓବେଦଇଦୋମ ଓ ତାଙ୍କର ପରିବାରକୁ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁଙ୍କ ସିନ୍ଦୁକ ଗାଥୀୟ ଓବେଦ୍-ଇଦୋମର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍-ଇଦୋମକୁ ଓ ତାହାର ସମସ୍ତ ପରିବାରକୁ ଆଶୀର୍ବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁଙ୍କ ସିନ୍ଦୁକ ଗାଥୀୟ ଓବେଦ୍-ଇଦୋମର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍-ଇଦୋମକୁ ଓ ତାହାର ସମସ୍ତ ପରିବାରକୁ ଆଶୀର୍ବାଦ କଲେ।