2 Samuel 6:12 — Compare Translations
5 translations compared side by side
Odia - 1840
"ତା'ପରେ ଲୋକମାନେ ଦାଉଦକକ୍ସ୍ଟ କହିଲେ, ଓବଦଇଦେୋମ, ତା'ର ପରିବାର ଓ ତା'ର ନିଜର ସବୁକିଛି ସଦାପ୍ରଭୁଙ୍କ ଆଶିର୍ବାଦ ପାଇଛନ୍ତି କାରଣ ସଠାେରେ ପରମେଶ୍ବରଙ୍କର ପବିତ୍ର ସିନ୍ଦକ୍ସ୍ଟକ ଅଛି। ତେଣୁ ଦାଉଦ ଓବଦଇଦେୋମଙ୍କ ଘରକ୍ସ୍ଟ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଦାଉଦ ନଗରକକ୍ସ୍ଟ ଆଣିବାକକ୍ସ୍ଟ ଗଲେ। ସେ ଆନନ୍ଦିତ ଓ ଉଲ୍ଲସିତ ହାଇେ ଏହା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ପରମେଶ୍ଵରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ-ଇଦୋମର ପରିବାରକୁ ଓ ତାହାର ସର୍ବସ୍ଵକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା । ତହୁଁ ଦାଉଦ ଯାଇ ଓବେଦ-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ଵରଙ୍କ ସିନ୍ଦୁକ ଦାଉଦ-ନଗରକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଲୋକମାନେ ଦାଉଦକୁ କହିଲେ, “ଓବେଦଇଦୋମ, ତା’ର ପରିବାର ଓ ତା’ର ନିଜର ସବୁକିଛି ସଦାପ୍ରଭୁଙ୍କ ଆଶୀର୍ବାଦ ପାଇଛନ୍ତି କାରଣ ସେଠାରେ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଅଛି।” ତେଣୁ ଦାଉଦ ଓବେଦଇଦୋମଙ୍କ ଘରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିବାକୁ ଗଲେ। ସେ ଆନନ୍ଦିତ ଓ ଉଲ୍ଲସିତ ହୋଇ ଏହା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।