2 Samuel 6:13 — Compare Translations

5 translations compared side by side

Odia - 1840
"ଯେଉଁ ଲୋକମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବହିଥିଲେ ସମାନେେ ଛଅ ପାହକ୍ସ୍ଟଣ୍ତ ଆସିଲା ପରେ ସଠାେରେ ଅଟକିଲେ ଓ ଦାଉଦ ସଠାେରେ ଏକ ଗୋରୁ ବଳି ଦେଲେ ଓ ଏକ ମାଟୋ ବାଛକ୍ସ୍ଟରୀ ମଧ୍ଯ ବଳି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁଙ୍କ ସିନ୍ଦୁକବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବହିଥିଲେ ସେମାନେ ଛଅ ପାହୁଣ୍ଡ ଆସିଲା ପରେ ସେଠାରେ ଅଟକିଲେ ଓ ଦାଉଦ ସେଠାରେ ଏକ ଗୋରୁ ବଳି ଦେଲେ ଓ ଏକ ମୋଟା ବାଛୁରି ମଧ୍ୟ ବଳି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସଦାପ୍ରଭୁଙ୍କ ସିନ୍ଦୁକ-ବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସଦାପ୍ରଭୁଙ୍କ ସିନ୍ଦୁକବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ।