2 Samuel 6:14 — Compare Translations

5 translations compared side by side

Odia - 1840
"ଦାଉଦ ଏକ ଶକ୍ସ୍ଟକ୍କ ଏଫୋଦ ପିନ୍ଧିଥିଲେ। ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ତାଙ୍କର ସମସ୍ତ ସାମର୍ଥ୍ଯ ସହ ନାଚକ୍ସ୍ଟଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଏକ ଶୁକ୍ଳ ଏଫୋଦ ପିନ୍ଧିଥିଲେ। ସଦାପ୍ରଭୁଙ୍କ ସମ୍ମୁଖରେ ତାଙ୍କର ସମସ୍ତ ସାମର୍ଥ୍ୟ ସହ ନାଚୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।