2 Samuel 6:15 — Compare Translations
5 translations compared side by side
Odia - 1840
"ଏହିପରି ଭାବରେ ଦାଉଦ ଓ ଇଶ୍ରାୟେଲୀୟମାନେ ଆନନ୍ଦ ଉଲ୍ଲାସ ରେ ଜଯଧ୍ବନୀ କରି ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଗର ମଧ୍ଯକକ୍ସ୍ଟ ନଇେ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ଜୟଧ୍ଵନି ଓ ତୂରୀଧ୍ଵନି କରି ସଦାପ୍ରଭୁଙ୍କ ସିନ୍ଦୁକ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ଦାଉଦ ଓ ଇସ୍ରାଏଲୀୟମାନେ ଆନନ୍ଦ ଉଲ୍ଲାସରେ ଜୟଧ୍ୱନି କରି ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନଗର ମଧ୍ୟକୁ ନେଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ଜୟଧ୍ୱନି ଓ ତୂରୀଧ୍ୱନି କରି ସଦାପ୍ରଭୁଙ୍କ ସିନ୍ଦୁକ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ଜୟଧ୍ୱନି ଓ ତୂରୀଧ୍ୱନି କରି ସଦାପ୍ରଭୁଙ୍କ ସିନ୍ଦୁକ ଆଣିଲେ।