2 Samuel 6:16 — Compare Translations
5 translations compared side by side
Odia - 1840
"ଶାଉଲଙ୍କ ଝିଅ ମୀଖଲ ଝରକା ରେ ଗ୍ଭହିଁ ଥିଲେ। ଯେତବେେଳେ ସେ ଦେଖିଲେ, ପବିତ୍ର ସିନ୍ଦକ୍ସ୍ଟକ ଦାଉଦ ନଗରକକ୍ସ୍ଟ ଆସିଲା, ଏବଂ ସେ ଯେତବେେଳେ ଦେଖିଲେ ଦାଉଦ ନିଜେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ନାଚକ୍ସ୍ଟଛନ୍ତି, ସେ ବ୍ଯତିବ୍ଯସ୍ତ ହେଲେ। ସେ ହୃଦଯ ରେ ତାଙ୍କୁ ତକ୍ସ୍ଟଚ୍ଛ ବୋଲି ଭାବିବାକକ୍ସ୍ଟ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲାନ୍ତଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲଙ୍କ ଝିଅ ମୀଖଲ ଝରକାରେ ଗ୍ଭହିଁ ଥିଲେ। ଯେତେବେଳେ ସେ ଦେଖିଲେ, ପବିତ୍ର ସିନ୍ଦୁକ ଦାଉଦ ନଗରକୁ ଆସିଲା, ଏବଂ ସେ ଯେତେବେଳେ ଦେଖିଲେ ଦାଉଦ ନିଜେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସମ୍ମୁଖରେ ନାଚୁଛନ୍ତି, ସେ ବ୍ୟତିବ୍ୟସ୍ତ ହେଲେ। ସେ ହୃଦୟରେ ତାଙ୍କୁ ତୁଚ୍ଛ ବୋଲି ଭାବିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲା; ଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲା; ଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା।