2 Samuel 6:17 — Compare Translations
5 translations compared side by side
Odia - 1840
"ଦାଉଦ ପବିତ୍ର ସିନ୍ଦକ୍ସ୍ଟକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ନଇେ ସହେି ତମ୍ବୁ ମଧିଅରେ ରଖିଲେ। ତା'ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଭିତରକୁ ଆଣି ତାହା ସ୍ଥାନରେ, ଅର୍ଥାତ୍, ତହିଁ ପାଇଁ ଦାଉଦ ଯେଉଁ ତମ୍ଵୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ତହୁଁ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପବିତ୍ର ସିନ୍ଦୁକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ନେଇ ସେହି ତମ୍ବୁ ମଧ୍ୟରେ ରଖିଲେ। ତା’ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଭିତରକୁ ଆଣି ସେହି ସ୍ଥାନରେ, ଅର୍ଥାତ୍, ତହିଁ ପାଇଁ ଦାଉଦ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ତହୁଁ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଭିତରକୁ ଆଣି ସେହି ସ୍ଥାନରେ, ଅର୍ଥାତ୍, ତହିଁ ପାଇଁ ଦାଉଦ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ତହୁଁ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।