2 Samuel 6:18 — Compare Translations
5 translations compared side by side
Odia - 1840
"ଦାଉଦ ହାମବେଳି ଏବଂ ମଙ୍ଗଳାର୍ଥକବଳି ଉତ୍ସର୍ଗ କରି ସାରିଲା ପରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମ ରେ ଲୋକମାନଙ୍କୁ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ସେ ଲୋକମାନଙ୍କୁ ଆଶୀର୍ବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ହୋମବଳି ଏବଂ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ପରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ସେ ଲୋକମାନଙ୍କୁ ଆଶୀର୍ବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ସେ ଲୋକମାନଙ୍କୁ ଆଶୀର୍ବାଦ କଲେ।