2 Samuel 6:19 — Compare Translations
5 translations compared side by side
Odia - 1840
"ଦାଉଦ ମଧ୍ଯ ଇଶ୍ରାୟେଲର ସମସ୍ତ ସ୍ତ୍ରୀ ଓ ପୁରୁଷ ଲୋକମାନଙ୍କୁ ଏକ ଏକ ଖଣ୍ତ ରୋଟୀ, ଏକ ଏକ ଅଂଶ ମାଂସ ଓ ଏକ ଏକ ଶକ୍ସ୍ଟଷ୍କ ଦ୍ରାକ୍ଷା ଦେଲେ ଓ ତା'ପରେ ଲୋକମାନେ ସ୍ବଗୃହକକ୍ସ୍ଟ ପ୍ରତ୍ଯାବର୍ତ୍ତନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଇସ୍ରାଏଲର ସମୁଦାୟ ଜନତା ମଧ୍ୟରେ ସମସ୍ତ ଲୋକଙ୍କୁ, ପୁରୁଷ ଓ ସ୍ତ୍ରୀ ଉଭୟ ମଧ୍ୟରେ ପ୍ରତ୍ୟେକଙ୍କୁ ଏକ ଏକ ଖଣ୍ତ ରୋଟୀ ଓ ଏକ ଏକ ଅଂଶ ମାଂସ ଓ ଏକ ଏକ ଦ୍ରାକ୍ଷାଚକ୍ତି ପରିବେଷଣ କଲେ । ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ପ୍ରସ୍ଥାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ମଧ୍ୟ ଇସ୍ରାଏଲର ସମସ୍ତ ସ୍ତ୍ରୀ ଓ ପୁରୁଷ ଲୋକମାନଙ୍କୁ ଏକ ଏକ ଖଣ୍ତ ରୋଟୀ, ଏକ ଏକ ଅଂଶ ମାଂସ ଓ ଏକ ଏକ ଶୁଷ୍କ ଦ୍ରାକ୍ଷା ଦେଲେ ଓ ତା’ପରେ ଲୋକମାନେ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଇସ୍ରାଏଲର ସମୁଦାୟ ଜନତା ମଧ୍ୟରେ ସମସ୍ତ ଲୋକଙ୍କୁ, ପୁରୁଷ ଓ ସ୍ତ୍ରୀ ଉଭୟ ମଧ୍ୟରେ ପ୍ରତ୍ୟେକଙ୍କୁ ଏକ ଏକ ଖଣ୍ଡ ରୁଟି ଓ ଏକ ଏକ ଅଂଶ ମାଂସ ଓ ଏକ ଏକ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ପ୍ରସ୍ଥାନ କଲେ।
Odia IRV 2017 (ଓଡିଆ ବାଇବେଲ)