2 Samuel 6:2 — Compare Translations
5 translations compared side by side
Odia - 1840
"ଦାଉଦ ଏବଂ ତାଙ୍କର ଲୋକମାନେ ୟକ୍ସ୍ଟହକ୍ସ୍ଟଦା ରେ ବାଲିକକ୍ସ୍ଟ ଗଲେ। ସମାନେେ ବାଲିର ୟିହକ୍ସ୍ଟଦାଠାରକ୍ସ୍ଟ ପ୍ରଭକ୍ସ୍ଟଙ୍କର ପବିତ୍ର ସିନ୍ଦକ୍ସ୍ଟକ ଯିରୁଶାଲମକୁ ଆଣିବାକକ୍ସ୍ଟ ଗଲେ। ସହେି ପବିତ୍ର ସିନ୍ଦକ୍ସ୍ଟକ ସଦାପ୍ରଭୁଙ୍କର ସିଂହାସନ ତକ୍ସ୍ଟଲ୍ଯ ଥିଲା। ସହେି ପବିତ୍ର ସିନ୍ଦକ୍ସ୍ଟକ ଉପରେ କିରକ୍ସ୍ଟବ ଦୂତମାନଙ୍କର ପ୍ରତିମୂର୍ତ୍ତୀମାନ ଥିଲା ଏବଂ ସଦାପ୍ରଭୁ ସମାନଙ୍କେ ଉପରେ ବସକ୍ସ୍ଟଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାଉଦ ଓ ତାଙ୍କର ସଙ୍ଗୀଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ଵରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଏବଂ ତାଙ୍କର ଲୋକମାନେ ଯିହୁଦାର ବାଲିକୁ ଗଲେ। ସେମାନେ ବାଲିର ଯିହୁଦାଠାରୁ ପ୍ରଭୁଙ୍କର ପବିତ୍ର ସିନ୍ଦୁକ ଯିରୁଶାଲମକୁ ଆଣିବାକୁ ଗଲେ। ସେହି ପବିତ୍ର ସିନ୍ଦୁକ ସଦାପ୍ରଭୁଙ୍କର ସିଂହାସନ ତୁଲ୍ୟ ଥିଲା। ସେହି ପବିତ୍ର ସିନ୍ଦୁକ ଉପରେ କିରୁବଦୂତମାନଙ୍କର ପ୍ରତିମୂର୍ତ୍ତିମାନ ଥିଲା ଏବଂ ସଦାପ୍ରଭୁ ସେମାନଙ୍କ ଉପରେ ବସୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।