2 Samuel 6:21 — Compare Translations
5 translations compared side by side
Odia - 1840
"ତା'ପରେ ଦାଉଦ ମୀଖଲକକ୍ସ୍ଟ କହିଲେ, ତାହାତ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ହେଲା। ସତେ ତକ୍ସ୍ଟମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇଶ୍ରାୟେଲ ଉପରେ ଅଗ୍ରଣୀ ରୂପେ ନିୟକ୍ସ୍ଟକ୍ତି କରିବାକୁ ମାେତେ ମନୋନୀତ କରିଛନ୍ତି। ଏହି ହତେକ୍ସ୍ଟ ମୁ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଆନନ୍ଦ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ମୀଖଲକୁ କହିଲେ, ତାହା ତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା, ସେ ତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତ କରିବାକୁ ମୋତେ ମନୋନୀତ କରିଅଛନ୍ତି; ଏହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆମୋଦ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାଉଦ ମୀଖଲକୁ କହିଲେ, “ତାହାତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା। ସେତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତି କରିବାକୁ ମୋତେ ମନୋନୀତ କରିଛନ୍ତି। ଏହି ହେତୁ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ମୀଖଲକୁ କହିଲେ, “ତାହା ତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା, ସେ ତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତ କରିବାକୁ ମୋତେ ମନୋନୀତ କରିଅଛନ୍ତି; ଏହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆମୋଦ କରିବି।
Odia IRV 2017 (ଓଡିଆ ବାଇବେଲ)