2 Samuel 6:22 — Compare Translations
5 translations compared side by side
Odia - 1840
"ମୁ ଏପରିକି ଏହାଠାରକ୍ସ୍ଟ ଆହକ୍ସ୍ଟରି ମର୍ୟ୍ଯାଦାହୀନ ଓ ନିଜକକ୍ସ୍ଟ ଅପମାନିତ କରିବି। ତା'ପରେ ତୁମ୍ଭମାନେେ ଯେଉଁ ଦାସୀମାନଙ୍କ ବିଷଯ ରେ କହିଲ, ମାେତେ ସମ୍ମାନ କରିବେ ଓ ମାେ ପାଇଁ ଗର୍ବ ଅନକ୍ସ୍ଟଭବ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ ଏଥିରୁ ହିଁ ଆହୁରି ଲଘୁ ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏପରିକି ଏହାଠାରୁ ଆହୁରି ମର୍ଯ୍ୟାଦାହୀନ ଓ ନିଜକୁ ଅପମାନିତ କରିବି। ତା’ପରେ ତୁମ୍ଭେ ଯେଉଁ ଦାସୀମାନଙ୍କ ବିଷୟରେ କହିଲ, ମୋତେ ସମ୍ମାନ କରିବେ ଓ ମୋ’ ପାଇଁ ଗର୍ବ ଅନୁଭବ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ମୁଁ ଏଥିରୁ ହିଁ ଆହୁରି କ୍ଷୁଦ୍ର ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।”
Odia IRV 2017 (ଓଡିଆ ବାଇବେଲ)
ପୁଣି ମୁଁ ଏଥିରୁ ହିଁ ଆହୁରି କ୍ଷୁଦ୍ର ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।”