2 Samuel 6:23 — Compare Translations
5 translations compared side by side
Odia - 1840
"ଏହି ଯୋଗୁ ଶାଉଲଙ୍କର କନ୍ଯା ମୀଖଲଙ୍କର କୌଣସି ସନ୍ତାନ ନ ଥିଲା। ସେ ମୃତକ୍ସ୍ଟ୍ଯ ପର୍ୟ୍ଯନ୍ତ ନିସନ୍ତାନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ନୋହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଯୋଗୁଁ ଶାଉଲଙ୍କର କନ୍ୟା ମୀଖଲଙ୍କର କୌଣସି ସନ୍ତାନ ନ ଥିଲା। ସେ ମୃତ୍ୟୁ ପର୍ଯ୍ୟନ୍ତ ନିସନ୍ତାନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ହେଲା ନାହିଁ।