2 Samuel 6:3 — Compare Translations

5 translations compared side by side

Odia - 1840
"ଦାଉଦର ଲୋକମାନେ ସହେି ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଅବୀନାଦବର ଗୃହରକ୍ସ୍ଟ ବାହାରକକ୍ସ୍ଟ ଆଣିଲେ। ସଇେ ଗୃହଟି ପର୍ବତ ଉପରେ ଅବସ୍ଥିତ ଥିଲା। ସମାନେେ ଏହି ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଏକ ନୂଆ ଶଗଡ ରେ ଲଦିଲେ ଏବଂ ଅବୀନାଦବର ପକ୍ସ୍ଟତ୍ର ଉଷ ଅହୀୟୋ ସହେି ନୂଆ ଶଗଡକକ୍ସ୍ଟ ଚଲଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ପରମେଶ୍ଵରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦର ଲୋକମାନେ ସେହି ପବିତ୍ର ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାରକୁ ଆଣିଲେ। ସେଇ ଗୃହଟି ପର୍ବତ ଉପରେ ଅବସ୍ଥିତ ଥିଲା। ସେମାନେ ଏହି ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଏକ ନୂଆ ଶଗଡ଼ରେ ଲଦିଲେ ଏବଂ ଅବୀନାଦବର ପୁତ୍ର ଉଷ ଅହୀୟୋ ସେହି ନୂଆ ଶଗଡ଼କୁ ଚଲେଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।