2 Samuel 6:4 — Compare Translations

5 translations compared side by side

Odia - 1840
"ସମାନେେ ପର୍ବତସ୍ଥ ଶିର୍ଷଦେଶ ରେ ଅବୀନାଦବର ଗୃହରକ୍ସ୍ଟ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଆଣିଲେ ଓ ଉଷ ପବିତ୍ର ସିନ୍ଦକ୍ସ୍ଟକ ପାଶର୍‌ବ ରେ ଗ୍ଭଲିଲା ଏବଂ ଅହୀୟୋ ପବିତ୍ର ସିନ୍ଦକ୍ସ୍ଟକ ଆଗେ ଆଗେ ଗ୍ଭଲିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ପର୍ବତସ୍ଥ ଅବୀନାଦବର ଗୃହରୁ ପରମେଶ୍ଵରଙ୍କ ସିନ୍ଦୁକ ସହିତ ତାହା ଆଣିଲେ; ଅହୀୟୋ ସିନ୍ଦୁକର ଆଗେ ଆଗେ ଚାଲିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପର୍ବତସ୍ଥ ଶିର୍ଷଦେଶରେ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଆଣିଲେ ଓ ଉଷ ପବିତ୍ର ସିନ୍ଦୁକ ପାର୍ଶ୍ୱରେ ଗ୍ଭଲିଲା ଏବଂ ଅହୀୟୋ ପବିତ୍ର ସିନ୍ଦୁକ ଆଗେ ଆଗେ ଗ୍ଭଲିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ପର୍ବତସ୍ଥ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ସିନ୍ଦୁକ ସହିତ ତାହା ଆଣିଲେ; ଅହୀୟୋ ସିନ୍ଦୁକର ଆଗେ ଆଗେ ଚାଲିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ପର୍ବତସ୍ଥ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ସିନ୍ଦୁକ ସହିତ ତାହା ଆଣିଲେ; ଅହୀୟୋ ସିନ୍ଦୁକର ଆଗେ ଆଗେ ଚାଲିଲା।