2 Samuel 6:5 — Compare Translations

5 translations compared side by side

Odia - 1840
"ଦାଉଦ ଓ ଇଶ୍ରାୟେଲର ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ଆଗ ରେ ଦବଦୋରକ୍ସ୍ଟ କାଠ ରେ ତିଆରି ନାନା ପ୍ରକାର ବାଦ୍ଯୟନ୍ତ୍ର ବୀଣା ଓ ନବେଲ ଓ ଦାରା, ମନ୍ଦିରା ଓ କରତାଳି ବଜାଇ ନିଚକ୍ସ୍ଟ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଓ ଇସ୍ରାଏଲର ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ଆଗରେ ଦେବଦାରୁ କାଠରେ ତିଆରି ନାନା ପ୍ରକାର ବାଦ୍ୟଯନ୍ତ୍ର ବୀଣା ଓ ନେବଲ ଓ ଦାରା, ମନ୍ଦିରା ଓ କରତାଳି ବଜାଇ ନାଚୁ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ।