2 Samuel 6:7 — Compare Translations

5 translations compared side by side

Odia - 1840
"ଉଷ ସଦାପ୍ରଭୁଙ୍କୁ ଯଥା ସମ୍ମାନ ପ୍ରଦର୍ଶନ ନ କରିବାରକ୍ସ୍ଟ ସଦାପ୍ରଭୁ ତାଙ୍କ ଉପରେ ରାଗିଲେ ଓ ତାଙ୍କୁ ଆଘାତ କଲେ । ଉଷ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ପାଖ ରେ ମୃତକ୍ସ୍ଟ୍ଯବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା; ଏଣୁ ପରମେଶ୍ଵର ତାହାର ଭ୍ରମ ସକାଶୁ ତାହାକୁ ଆଘାତ କରନ୍ତେ, ସେ ସେହିଠାରେ ପରମେଶ୍ଵରଙ୍କ ସିନ୍ଦୁକ ପାଖରେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ଉଷ ସଦାପ୍ରଭୁଙ୍କୁ ଯଥା ସମ୍ମାନ ପ୍ରଦର୍ଶନ ନ କରିବାରୁ ସଦାପ୍ରଭୁ ତାଙ୍କ ଉପରେ ରାଗିଲେ ଓ ତାଙ୍କୁ ଆଘାତ କଲେ । ଉଷ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ପାଖରେ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ପରମେଶ୍ୱର ତାହାର ଭ୍ରମ ସକାଶୁ ତାହାକୁ ଆଘାତ କରନ୍ତେ, ସେ ସେହିଠାରେ ପରମେଶ୍ୱରଙ୍କ ସିନ୍ଦୁକ ପାଖରେ ମଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ପରମେଶ୍ୱର ତାହାର ଭ୍ରମ ସକାଶୁ ତାହାକୁ ଆଘାତ କରନ୍ତେ, ସେ ସେହିଠାରେ ପରମେଶ୍ୱରଙ୍କ ସିନ୍ଦୁକ ପାଖରେ ମଲା।

Recommended Reading