2 Samuel 6:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଉଷକକ୍ସ୍ଟ ମାରି ଦଇେଥିବାରକ୍ସ୍ଟ ଦାଉଦ ବ୍ଯତିବ୍ଯସ୍ତ ହେଲ ଓ ସହେି ସ୍ଥାନର ନାମ ପରେସଉଷ ରଖିଲେ। ଆଜି ପର୍ୟ୍ଯନ୍ତ ସହେି ସ୍ଥାନର ନାମ ପରେସ୍ଉଷ ରହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ, ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ (ଉଷ ପ୍ରତି ଆକ୍ରମଣ) ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଉଷକୁ ମାରି ଦେଇଥିବାରୁ ଦାଉଦ ବ୍ୟତିବ୍ୟସ୍ତ ହେଲେ ଓ ସେହି ସ୍ଥାନର ନାମ “ପେରସ୍ଉଷ” ରଖିଲେ। ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ପେରସ୍ଉଷ ରହିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ, ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ (ଉଷ ପ୍ରତି ଆକ୍ରମଣ) ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ, ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ (ଉଷ ପ୍ରତି ଆକ୍ରମଣ) ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।