2 Samuel 7:1 — Compare Translations

5 translations compared side by side

Odia - 1840
"ଏହାପରେ ଦାଉଦ, ଯେତବେେଳେ ନୂତନ ଗୃହକକ୍ସ୍ଟ ଗମନ କଲେ, ସଦାପ୍ରଭୁ ତାଙ୍କୁ ତାଙ୍କର ଚତକ୍ସ୍ଟର୍ଦ୍ଦିଗସ୍ଥିତ ଶତୃମାନଙ୍କଠାରକ୍ସ୍ଟ ଶାନ୍ତି ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ରାଜା ଆପଣା ଗୃହରେ ବାସ କରିବାଣବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗ-ସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଏକ ମନ୍ଦିର ନିର୍ମାଣ କରିବାକୁ ଗ୍ଭହିଁଲେ ଏହା ପରେ ଦାଉଦ, ଯେତେବେଳେ ନୂତନ ଗୃହକୁ ଗମନ କଲେ, ସଦାପ୍ରଭୁ ତାଙ୍କୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ଶାନ୍ତି ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ